ପିଏମଇଣ୍ଡିଆ
ସାବିତ୍ରୀବାଇ ଫୁଲେଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ସାବିତ୍ରୀବାଇ ଫୁଲେଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ସାଦର ନମସ୍କାର । ସେ ସାମାଜିକ ଏକତା, ଶିକ୍ଷା ଏବଂ ମହିଳା ସଶକ୍ତିକରଣ ପାଇଁ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିଲେ । ସାମାଜିକ ଏକତା ପ୍ରତିଷ୍ଠା ପାଇଁ ତାଙ୍କ ସଂଘର୍ଷ ଦେଶବାସୀଙ୍କୁ ସର୍ବଦା ପ୍ରେରଣା ଯୋଗାଇବ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
सावित्रीबाई फुले की जन्म जयंती पर उन्हें सादर नमन। उन्होंने सामाजिक एकता, शिक्षा और महिला सशक्तिकरण के लिए अपना जीवन समर्पित कर दिया। सामाजिक चेतना के लिए उनका संघर्ष देशवासियों को सदा प्रेरित करता रहेगा।
— Narendra Modi (@narendramodi) January 3, 2020