ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ (ଫେବୃଆରୀ 16, 2020)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଶ୍ରୀ ଜଗତଗୁରୁ ବିଶ୍ଵାରାଧ୍ୟ ଗୁରୁକୁଳର ଶତବାର୍ଷିକୀ ସମାରୋହ ଅବସରରେ ‘ଶ୍ରୀ ସିଦ୍ଧାନ୍ତ ଶିଖାମଣି ଗ୍ରନ୍ଥ’ର 19ଟି ଭାଷାରେ ଅନୁବାଦକୁ ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଶ୍ରୀ ଜଗତଗୁରୁ ବିଶ୍ଵାରାଧ୍ୟ ଗୁରୁକୁଳର ଶତବାର୍ଷିକୀ ସମାରୋହ ଅବସରରେ ‘ଶ୍ରୀ ସିଦ୍ଧାନ୍ତ ଶିଖାମଣି ଗ୍ରନ୍ଥ’ ମୋବାଇଲ ଆପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଶ୍ରୀ ଜଗତଗୁରୁ ବିଶ୍ଵାରାଧ୍ୟ ଗୁରୁକୁଳର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଏକ ସମାରୋହରେ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହିତ ସ୍ମାରକୀକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଏକ ସମାରୋହରେ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହିତ ସ୍ମାରକୀକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗଡି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଏକ ସମାରୋହରେ ତିନି ଜ୍ୟୋତିର୍ଲିଙ୍ଗ ତୀର୍ଥସ୍ଥଳୀ – ବାରାଣସୀ, ଉଜ୍ଜୈନ ଏବଂ ଓମକାରେଶ୍ଵରକୁ ସଂଯୋଗ କରୁଥିବା ମହାକାଳ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗଡି ।
ବାରାଣସୀଠାରେ ଫେବୃଆରୀ 16, 2020ରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗଡି ।
ବାରାଣସୀଠାରେ ଫେବୃଆରୀ 16, 2020ରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗଡି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ବୁଣାକାର ଏବଂ ହସ୍ତଶିଳ୍ପୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶନୀକୁ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ବୁଣାକାର ଏବଂ ହସ୍ତଶିଳ୍ପୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶନୀକୁ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ବୁଣାକାର ଏବଂ ହସ୍ତଶିଳ୍ପୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶନୀକୁ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଆୟୋଜିତ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଆୟୋଜିତ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଆୟୋଜିତ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଆୟୋଜିତ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ଉତ୍ତରପ୍ରଦେଶର ବାରାଣସୀଠାରେ ପହଞ୍ଚିବା କ୍ଷଣି ଗଣମାନ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଶ୍ରୀ ଜଗତଗୁରୁ ବିଶ୍ଵାରାଧ୍ୟ ଗୁରୁକୁଳର ଶତବାର୍ଷିକୀ ସମାରୋହରେ ଯୋଗଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 16, 2020ରେ ବାରାଣସୀଠାରେ ଆୟୋଜିତ ‘କାଶୀ ଏକ ରୂପ ଅନେକ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଛନ୍ତି ।