Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜସ୍ଥାନର କୋଟାଠାରେ ଡଙ୍ଗା ବୁଡ଼ି ଦୁର୍ଘଟଣା ଜନିତ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ


ରାଜସ୍ଥାନର କୋଟାଠାରେ ଏକ ଡଙ୍ଗା ବୁଡ଼ି ଦୁର୍ଘଟଣାରେ ଜୀବନହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକଟ କରିଛନ୍ତି ।

ଏକ ଟ୍ଵିଟ୍‌ରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜସ୍ଥାନର କୋଟାଠାରେ ଡଙ୍ଗା ବୁଡ଼ିଯିବା ଦୁର୍ଘଟଣାରେ ମର୍ମାହତ । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପ୍ରତି ମୋର ସମବେଦନା” ।