Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜ୍ୟ ପ୍ରତିଷ୍ଠା ଦିବସରେ ଝାଡଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ରାଜ୍ୟ ପ୍ରତିଷ୍ଠା ଦିବସରେ ଝାଡଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି, “ଝାଡଖଣ୍ଡ ପ୍ରତିଷ୍ଠା ଦିବସରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଏହି ଅବସରରେ ମୁଁ ସମସ୍ତ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି”

 

**********