Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ


ଅଷ୍ଟ୍ରେଲିଆରେ ସଫଳତା ନେଇ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

“ଅଷ୍ଟ୍ରେଲିଆରେ ଭାରତୀୟ କ୍ରିକେଟ ଦଳର ସଫଳତା ନେଇ ଆମେ ସମସ୍ତେ ଅତ୍ୟନ୍ତ ଆନନ୍ଦିତ ଆମ ଖେଳାଳି ମାନଙ୍କର ଅସାଧାରଣ ଦକ୍ଷତା ଓ ପ୍ରଦର୍ଶନ ଉଲ୍ଲେଖନୀୟ ଥିଲା ସେମାନଙ୍କର ଉତ୍ସାହ ଏବଂ ନିଷ୍ଠା ପାଇଁ ଅଭିନନ୍ଦନ! ଭବିଷ୍ୟତ ପ୍ରୟାସ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********

TRP/