ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଉତ୍ତର ପ୍ରଦେଶର ଗୋରଖପୁରରେ ପ୍ରଧାନମନ୍ତ୍ରୀ (ଜୁଲାଇ 22, 2016)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016 ରେ ଉତ୍ତର ପ୍ରଦେଶର ଗୋରଖପୁରଠାରେ ପହଞ୍ଚିବା କ୍ଷଣି ତାଙ୍କୁ ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଅଖିଳେଶ ଯାଦବ ସ୍ଵାଗତ କରୁଛନ୍ତି ।
ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଅଖିଳେଶ ଯାଦବ ଜୁଲାଇ 22, 2016 ରେ ଉତ୍ତର ପ୍ରଦେଶର ଗୋରଖପୁରଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016 ରେ ଉତ୍ତର ପ୍ରଦେଶର ଗୋରଖପୁରଠାରେ ପହଞ୍ଚିବା କ୍ଷଣି ତାଙ୍କୁ ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଅଖିଳେଶ ଯାଦବ ସ୍ଵାଗତ କରି ନେଉଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ପହଞ୍ଚୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ପ୍ରାର୍ଥନା କରୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ କେନ୍ଦ୍ର ରସାୟନ, ସାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ଅନନ୍ତ କୁମାର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ମହନ୍ତ ଅବୈଦ୍ୟନାଥ ଜୀଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ମହନ୍ତ ଅବୈଦ୍ୟନାଥ ଜୀଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ମହନ୍ତ ଅବୈଦ୍ୟନାଥ ଜୀଙ୍କ ଆତ୍ମଜୀବନୀ ପୁସ୍ତକ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ସମବେତ ଶ୍ରଦ୍ଧାଳୁଙ୍କୁ ସମ୍ବୋଧିତ କରୁଛନ୍ତି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ଜୁଲାଇ 22, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ଜୁଲାଇ 22, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଗୋରଖନାଥ ମନ୍ଦିରରେ ଜୁଲାଇ 22, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଳୁମାନଙ୍କୁ ସମ୍ବୋଧିତ କରୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ରସାୟନ, ସାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ଅନନ୍ତ କୁମାର ଏବଂ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏମ୍ସ ଢାଞ୍ଚାକୁ ଅନୁଧ୍ୟାନ କରୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଜେ. ପି. ନଡ୍ଡା, ଶ୍ରୀ କଲରାଜ ମିଶ୍ର ତଥା ଶ୍ରୀମତୀ ଅନୁପ୍ରିୟା ପଟେଲ ଏବଂ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏମ୍ସ ଢାଞ୍ଚାକୁ ଅନୁଧ୍ୟାନ କରୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନନ୍ତ କୁମାର, ଶ୍ରୀ ଜେ. ପି. ନଡ୍ଡା, ଶ୍ରୀ କଲରାଜ ମିଶ୍ର ତଥା ଶ୍ରୀମତୀ ଅନୁପ୍ରିୟା ପଟେଲ ଏବଂ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରୁଛନ୍ତି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରୁଛନ୍ତି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନନ୍ତ କୁମାର, ଶ୍ରୀ ପୀୟୂଷ ଗୋଏଲ, ଶ୍ରୀ ଜେ. ପି. ନଡ୍ଡା ଏବଂ ଶ୍ରୀ କଲରାଜ ମିଶ୍ର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 22, 2016ରେ ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ପ୍ରସ୍ତାବିତ ଗୋରଖପୁର ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏମ୍ସ ଢାଞ୍ଚାକୁ ଅନୁଧ୍ୟାନ କରୁଛନ୍ତି । ନିକଟରେ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଜେ. ପି. ନଡ୍ଡା, ଶ୍ରୀ କଲରାଜ ମିଶ୍ର ତଥା ଶ୍ରୀମତୀ ଅନୁପ୍ରିୟା ପଟେଲ ଏବଂ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସଂକ୍ଷେପରେ ଅବଗତ କରାଯାଉଛି ।
ଉତ୍ତର ପ୍ରଦେଶର ଗୋରଖପୁରସ୍ଥିତ ଏଫସିଆଇ କ୍ରିଡା ପ୍ରାଙ୍ଗଣରେ ଜୁଲାଇ 22, 2016ରେ ପ୍ରସ୍ତାବିତ ଏମ୍ସ ଏବଂ ସାର କାରଖାନାର ପୁନରୁଦ୍ଧାର ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମୁଖରେ ସଂକ୍ଷିପ୍ତ ଉପସ୍ଥାପନା କରାଯାଉଛି ।