ପିଏମଇଣ୍ଡିଆ
ଉତ୍ତରପ୍ରଦେଶ ମନ୍ତ୍ରୀ ଶ୍ରୀ ବିଜୟ କାଶ୍ୟପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାଜପା ନେତା ଏବଂ ଉତ୍ତରପ୍ରଦେଶ ସରକାରଙ୍କ ମନ୍ତ୍ରୀ ବିଜୟ କାଶ୍ୟପ ଜୀଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ । ସେ ତୃଣମୂଳ ସ୍ତରର ନେତା ଥିଲେ ଏବଂ ସବୁବେଳେ ଜନହିତକର କାର୍ଯ୍ୟ ପାଇଁ ଉତ୍ସର୍ଗୀକୃତ ଥିଲେ । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।
भाजपा नेता और उत्तर प्रदेश सरकार में मंत्री विजय कश्यप जी के निधन से अत्यंत दुख हुआ है। वे जमीन से जुड़े नेता थे और सदा जनहित के कार्यों में समर्पित रहे। शोक की इस घड़ी में उनके परिजनों और प्रशंसकों के प्रति मेरी संवेदनाएं। ओम शांति!
— Narendra Modi (@narendramodi) May 18, 2021
**********
TRP/