ପିଏମଇଣ୍ଡିଆ
ଶ୍ରୀ ନରେନ୍ଦ୍ର ମୋଦୀ [ 1637KB ] |
ପ୍ରଧାନମନ୍ତ୍ରୀ କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ; ଆଣବିକ ଶକ୍ତି ବିଭାଗ; ମହାକାଶ ବିଭାଗ; ସମସ୍ତ ଗୁରୁତ୍ୱପୂର୍ଣ୍ଣ ନୀତିଗତ ପ୍ରସଙ୍ଗ; ଏବଂ ଅନ୍ୟ ସମସ୍ତ ବିଭାଗ ଯାହା କୌଣସି ମନ୍ତ୍ରୀଙ୍କୁ ଦିଆଯାଇନାହିଁ। |
|
କ୍ୟାବିନେଟ ମନ୍ତ୍ରୀ |
||
| 1 | ଶ୍ରୀ ରାଜନାଥ ସିଂ [ 624KB ] |
ପ୍ରତିରକ୍ଷା ମନ୍ତ୍ରୀ |
| 2 | ଶ୍ରୀ ଅମିତ ଶାହ [ 68KB ] |
ସ୍ୱରାଷ୍ଟ୍ର ମନ୍ତ୍ରୀ; ଏବଂ ସମବାୟ ମନ୍ତ୍ରୀ |
| 3 | ଶ୍ରୀ ନୀତିନ ଜୟରାମ ଗଡକରୀ [ 3977KB ] |
ସଡ଼କ ପରିବହନ ଓ ରାଜପଥ |
| 4 | ଶ୍ରୀ ଜଗତ ପ୍ରକାଶ ନଡ୍ଡା [ 191KB ] |
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ; ଏବଂ ରସାୟନ ଓ ସାର ମନ୍ତ୍ରୀ |
| 5 | ଶ୍ରୀ ଶିବରାଜ ସିଂ ଚୌହାନ [ 1427KB ] |
କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ; ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ |
| 6 | ଶ୍ରୀମତୀ ନିର୍ମଳା ସୀତାରମଣ [ 1683KB ] |
ଅର୍ଥମନ୍ତ୍ରୀ; ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ |
| 7 | ଡକ୍ଟର ସୁବ୍ରମଣ୍ୟମ ଜୟଶଙ୍କର [ 907KB ] |
ବୈଦେଶିକ ବ୍ୟାପାର ମନ୍ତ୍ରୀ |
| 8 | ଶ୍ରୀ ମନୋହର ଲାଲ [ 1278KB ] |
ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ; ଏବଂ ଶକ୍ତି ମନ୍ତ୍ରୀ |
| 9 | ଶ୍ରୀ ଏଚ୍ ଡି କୁମାରସ୍ୱାମୀ [ 117KB ] |
ଭାରୀ ଉଦ୍ୟୋଗ ମନ୍ତ୍ରୀ; ଏବଂ ଇସ୍ପାତ ମନ୍ତ୍ରୀ |
| 10 | ଶ୍ରୀ ପୀୟୂଷ ଗୋୟଲ [ 401KB ] |
ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ |
| 11 | ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ [ 3823KB ] |
ଶିକ୍ଷା ମନ୍ତ୍ରୀ |
| 12 | ଶ୍ରୀ ଜିତନ ରାମ ମାଞ୍ଝି [ 1912KB ] |
ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ |
| 13 | ଶ୍ରୀ ରାଜୀବ ରଞ୍ଜନ ସିଂହ ଓରଫ ଲଲନ ସିଂ [ 1912KB ] |
ପଞ୍ଚାୟତିରାଜ ମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ |
| 14 | ଶ୍ରୀ ସର୍ବାନନ୍ଦ ସୋନୱାଲ [ 1475KB ] |
ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ |
| 15 | ଡ. ବୀରେନ୍ଦ୍ର କୁମାର [ 249KB ] |
ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ |
| 16 | ଶ୍ରୀ କିଞ୍ଜରପୁ ରାମମୋହନ ନାଇଡୁ [ 1789KB ] |
ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ |
| 17 | ଶ୍ରୀ ପ୍ରହ୍ଲାଦ ଯୋଶୀ [ 1308KB ] |
ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ; ଏବଂ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ |
| 18 | ଶ୍ରୀ ଜୁଏଲ ଓରାମ [ 1725KB ] |
ଆଦିବାସୀ ବ୍ୟାପାର ମନ୍ତ୍ରୀ |
| 19 | ଶ୍ରୀ ଗିରିରାଜ ସିଂ [ 821KB ] |
ବୟନ ଶିଳ୍ପ ମନ୍ତ୍ରୀ |
| 20 | ଶ୍ରୀ ଅଶ୍ୱିନୀ ବୈଷ୍ଣବ [ 356KB ] |
ରେଳ ମନ୍ତ୍ରୀ; ସୂଚନା ଓ ପ୍ରସାରଣ ମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ |
| 21 | ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ [ 121KB ] |
ସଂଚାର ମନ୍ତ୍ରୀ; ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ |
| 22 | ଶ୍ରୀ ଭୁପେନ୍ଦ୍ର ଯାଦବ [ 58KB ] |
ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ |
| 23 | ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ [ 4490KB ] |
ସଂସ୍କୃତି ମନ୍ତ୍ରୀ;ଏବଂ ପର୍ଯ୍ୟଟନ ମନ୍ତ୍ରୀ |
| 24 | ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ [ 1837KB ] |
ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ |
| 25 | ଶ୍ରୀ କିରଣ ରିଜିଜୁ [ 3543KB ] |
ସଂସଦୀୟ ବ୍ୟାପାର ମନ୍ତ୍ରୀ; ଏବଂ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ |
| 26 | ଶ୍ରୀ ହରଦୀପ ସିଂ ପୁରୀ [ 891KB ] |
ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ |
| 27 | ଡ. ମନସୁଖ ମାଣ୍ଡଭୀୟ [ 455KB ] |
ଶ୍ରମ ଓ ନିୟୋଜନ ମନ୍ତ୍ରୀ; ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ |
| 28 | ଶ୍ରୀ ଜି. କିଶନ ରେଡ୍ଡୀ [ 147KB ] |
କୋଇଲା ମନ୍ତ୍ରୀ;ଏବଂ ଖଣି ମନ୍ତ୍ରୀ |
| 29 | ଶ୍ରୀ ଚିରାଗ ପାଶୱାନ [ 260KB ] |
ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ |
| 30 | ଶ୍ରୀ ସି ଆର ପାଟିଲ [ 260KB ] |
ଜଳଶକ୍ତି ମନ୍ତ୍ରୀ |
ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) |
||
| 1 | ରାଓ ଇନ୍ଦ୍ରଜିତ୍ ସିଂହ [ 2516KB ] |
ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଯୋଜନା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସଂସ୍କୃତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 2 | ଡକ୍ଟର ଜିତେନ୍ଦ୍ର ସିଂ [ 1209KB ] |
ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଭୂବିଜ୍ଞାନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରମନ୍ତ୍ରୀ; କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଆଣବିକ ଶକ୍ତି ବିଭାଗରେ ରାଷ୍ଟ୍ରମନ୍ତ୍ରୀ; ଏବଂ ମହାକାଶ ବିଭାଗରେ ରାଷ୍ଟ୍ରମନ୍ତ୍ରୀ |
| 3 | ଶ୍ରୀ ଅର୍ଜୁନ ରାମ ମେଘୱାଲ [ 947KB ] |
ଆଇନ ଓ ନ୍ୟାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ);ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 4 | ଶ୍ରୀ ଯାଦବ ପ୍ରତାପରାଓ ଗଣପତରାଓ [ 2434KB ] |
ଆୟୁଷ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 5 | ଶ୍ରୀ ଜୟନ୍ତ ଚୌଧୁରୀ [ 3315KB ] |
ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ଶିକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ |
ରାଷ୍ଟ୍ରମନ୍ତ୍ରୀ |
||
| 1 | ଶ୍ରୀ ଜିତିନ ପ୍ରସାଦ [ 0KB ] |
ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 2 | ଶ୍ରୀ ଶ୍ରୀପଦ ୟେସୋ ନାଏକ [ 1796KB ] |
ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ |
| 3 | ଶ୍ରୀ ପଙ୍କଜ ଚୌଧୁରୀ [ 225KB ] |
ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ |
| 4 | ଶ୍ରୀ କୃଷ୍ଣ ପାଲ [ 1471KB ] |
ସମବାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 5 | ଶ୍ରୀ ରାମଦାସ ଆଠୱାଲେ [ 1103KB ] |
ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 6 | ଶ୍ରୀ ରାମନାଥ ଠାକୁର [ 2418KB ] |
କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 7 | ଶ୍ରୀ ନିତ୍ୟାନନ୍ଦ ରାୟ [ 2634KB ] |
ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 8 | ଶ୍ରୀମତୀ ଅନୁପ୍ରିୟା ପଟେଲ [ 2116KB ] |
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ରସାୟନ ଓ ସାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 9 | ଶ୍ରୀ ଭି ସୋମନ୍ନା [ 515KB ] |
ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ରେଳ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ |
| 10 | ଡା. ଚନ୍ଦ୍ରଶେଖର ପେମ୍ମସାନି [ 606KB ] |
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଯୋଗାଯୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 11 | ପ୍ରଫେସର ଏସ୍ ପି ସିଂହ ବାଘେଲ [ 3287KB ] |
ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 12 | ସୁଶ୍ରୀ ଶୋଭା କରନ୍ଦଲାଜେ [ 339KB ] |
ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 13 | ଶ୍ରୀ କୀର୍ତ୍ତିବର୍ଦ୍ଧନ ସିଂ [ 2425KB ] |
ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 14 | ଶ୍ରୀ ବି.ଏଲ୍ ବର୍ମା [ 1978KB ] |
ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 15 | ଶ୍ରୀ ଶାନ୍ତନୁ ଠାକୁର [ 1048KB ] |
ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 16 | ଶ୍ରୀ ସୁରେଶ ଗୋପୀ [ 1253KB ] |
ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପର୍ଯ୍ୟଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 17 | ଡ. ଏଲ୍ ମୁରୁଗାନ୍ [ 1396KB ] |
ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 18 | Sଶ୍ରୀ ଅଜୟ ଟାମଟା [ 643KB ] |
ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 19 | ଶ୍ରୀ ବାନ୍ଦୀ ସଞ୍ଜୟ କୁମାର [ 1140KB ] |
ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 20 | ଶ୍ରୀ କମଲେଶ ପାସୱାନ [ 2212KB ] |
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 21 | ଶ୍ରୀ ଭଗୀରଥ ଚୌଧୁରୀ [ 660KB ] |
କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 22 | ଶ୍ରୀ ସତୀଶ ଚନ୍ଦ୍ର ଦୁବେ [ 2384KB ] |
କୋଇଲା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଖଣି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 23 | ଶ୍ରୀ ସଞ୍ଜୟ ସେଠ [ 1449KB ] |
ପ୍ରତିରକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ |
| 24 | ଶ୍ରୀ ରବନୀତ ସିଂ [ 902KB ] |
ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ରେଳ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ |
| 25 | ଶ୍ରୀ ଦୁର୍ଗାଦାସ ଉଇକେ [ 214KB ] |
ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 26 | ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ [ 934KB ] |
ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 27 | ସୁକାନ୍ତ ମଜୁମଦାର [ 92KB ] |
ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 28 | ଶ୍ରୀମତୀ ସାବିତ୍ରୀ ଠାକୁର [ 321KB ] |
ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 29 | ଶ୍ରୀ ତୋଖନ ସାହୁ [ 409KB ] |
ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 30 | ଶ୍ରୀ ରାଜ ଭୂଷଣ ଚୌଧୁରୀ [ 188KB ] |
ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 31 | ଶ୍ରୀ ଭୂପତି ରାଜୁ ଶ୍ରୀନିବାସ ବର୍ମା [ 1169KB ] |
ଭାରୀ ଶିଳ୍ପ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ଇସ୍ପାତ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ |
| 32 | ଶ୍ରୀ ହର୍ଷ ମାଲହୋତ୍ରା [ 168KB ] |
କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 33 | ଶ୍ରୀମତୀ ନିରୁବେନ ଜୟନ୍ତୀ ଭାଇ ବମଭଣିଆ [ 334KB ] |
ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 34 | ଶ୍ରୀ ମୁରଲୀଧର ମୋହୋଲ [ 1461KB ] |
ସମବାୟ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 35 | ଶ୍ରୀ ଜର୍ଜ କୁରିଏନ୍ [ 789KB ] |
ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
| 36 | ଶ୍ରୀ ପବିତ୍ର ମାର୍ଗେରିଟା [ 1132KB ] |
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ବୟନ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ |
ଶ୍ରୀ ନରେନ୍ଦ୍ର ମୋଦୀ |
|---|---|---|
(25.08.2026 ରେ ପୃଷ୍ଠା ଶେଷଥର ପାଇଁ ଅପଡେଟ କରାଯାଇଛି)