ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ (ଫେବୃୟାରୀ 24, 2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଉତ୍ତରପ୍ରଦେଶରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଉତ୍ତରପ୍ରଦେଶରେ ପହଞ୍ଚିବା କ୍ଷଣି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଗୋରଖପୁରଠାରେ ପିଏମକିଷାନ ଯୋଜନାର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରାଧା ମୋହନ ସିଂହ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଗୋରଖପୁରଠାରେ ପିଏମକିଷାନ ଯୋଜନାର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରାଧା ମୋହନ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶିବ ପ୍ରତାପ ଶୁକ୍ଲା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଗୋରଖପୁରଠାରେ ପିଏମକିଷାନ ଯୋଜନା ଅନ୍ତର୍ଗତ ବଛା ବଛା କୃଷକଙ୍କୁ ପ୍ରମାଣପତ୍ର ପ୍ରଦାନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରାଧା ମୋହନ ସିଂହ ।
ଉତ୍ତରପ୍ରଦେଶର ଗୋରଖପୁରଠାରେ ଫେବୃଆରୀ 24, 2019ରେ ପିଏମକିଷାନ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରାଧା ମୋହନ ସିଂହ ।
ଉତ୍ତରପ୍ରଦେଶର ଗୋରଖପୁରଠାରେ ଫେବୃଆରୀ 24, 2019ରେ ପିଏମକିଷାନ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରାଧା ମୋହନ ସିଂହ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଉତ୍ତରପ୍ରଦେଶର ଗୋରଖପୁରଠାରେ ପିଏମକିଷାନ ଯୋଜନାର ଶୁଭାରମ୍ଭ ସମାରୋହକୁ ସମ୍ବୋଧନ କରୁଛନ୍ତି ।

ପ୍ରୟାଗରାଜଠାରେ ଫେବୃଆରୀ 24, 2019ରେ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ଦ୍ଵାରା ଆୟୋଜିତ ସ୍ଵଚ୍ଛ କୁମ୍ଭ ସ୍ଵଚ୍ଛ ଆଭାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଫେଇ କର୍ମଚାରୀ, ସ୍ଵଚ୍ଛାଗ୍ରହୀ, ପୁଲିସ କର୍ମଚାରୀ ଏବଂ ନାବିକମାନଙ୍କୁ ସ୍ଵଚ୍ଛ କୁମ୍ଭ ସ୍ଵଚ୍ଛ ଆଭାର ପୁରସ୍କାର ପ୍ରଦାନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପାନୀୟ ଜଳ ଓ ପରିମଳ ମନ୍ତ୍ରୀ ସୁଶ୍ରୀ ଉମା ଭାରତୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରୟାଗରାଜଠାରେ ଫେବୃଆରୀ 24, 2019ରେ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ଦ୍ଵାରା ଆୟୋଜିତ ସ୍ଵଚ୍ଛ କୁମ୍ଭ ସ୍ଵଚ୍ଛ ଆଭାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଫେଇ କର୍ମଚାରୀ, ସ୍ଵଚ୍ଛାଗ୍ରହୀ, ପୁଲିସ କର୍ମଚାରୀ ଏବଂ ନାବିକମାନଙ୍କୁ ସ୍ଵଚ୍ଛ କୁମ୍ଭ ସ୍ଵଚ୍ଛ ଆଭାର ପୁରସ୍କାର ପ୍ରଦାନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 24, 2019ରେ ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ସମାବେଶକୁ ସମ୍ବୋଧନ କରୁଛନ୍ତି ।