ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ (ଫେବୃଆରୀ 05, 2020)
ଦ୍ଵିବାର୍ଷିକ ବୃହତ ପ୍ରତିରକ୍ଷା ପ୍ରଦର୍ଶନୀ “DefExpo2020”ର 11ତମ ସଂସ୍କରଣକୁ ଉଦ୍ଘାଟନ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଲକ୍ଷ୍ନୌଠାରେ ପହଞ୍ଚିବା କ୍ଷଣି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ତାଙ୍କୁ ସ୍ଵାଗତ କରୁଛନ୍ତି ।
ଦ୍ଵିବାର୍ଷିକ ବୃହତ ପ୍ରତିରକ୍ଷା ପ୍ରଦର୍ଶନୀ “DefExpo2020”ର 11ତମ ସଂସ୍କରଣକୁ ଉଦ୍ଘାଟନ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଲକ୍ଷ୍ନୌଠାରେ ପହଞ୍ଚିବା କ୍ଷଣି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ଏବଂ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣର ମଣ୍ଡପଗୁଡିକୁ ପରିଦର୍ଶନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣର ମଣ୍ଡପଗୁଡିକୁ ପରିଦର୍ଶନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣର ମଣ୍ଡପଗୁଡିକୁ ପରିଦର୍ଶନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ଆୟୁଷ (ସ୍ଵାଧୀନ) ତଥା ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶ୍ରୀପଦ ୟେଶୋ ନାଇକ ।
ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଫେବୃଆରୀ 05, 2020ରେ DefExpo2020ର 11ତମ ସଂସ୍କରଣ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ଆୟୁଷ (ସ୍ଵାଧୀନ) ତଥା ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶ୍ରୀପଦ ୟେଶୋ ନାଇକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 05, 2020ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ DefExpo2020ର 11ତମ ସଂସ୍କରଣର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ।