ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଓଡ଼ିଶାରେ ପ୍ରଧାନମନ୍ତ୍ରୀ (ଡିସେମ୍ବର 24, 2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଭୁବନେଶ୍ଵରଠାରେ ପହଞ୍ଚିବା କ୍ଷଣି ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଓଡିଶାର ଭୁବନେଶ୍ଵରଠାରେ ପହଞ୍ଚିବା କ୍ଷଣି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ତଥା ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଓଡିଶାର ଭୁବନେଶ୍ଵରଠାରେ ଏକ ସମାରୋହରେ ପାଇକ ବିଦ୍ରୋହ ଉପରେ ଆଧାରିତ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଓଡିଶାର ଭୁବନେଶ୍ଵରଠାରେ ଏକ ସମାରୋହରେ ପାଇକ ବିଦ୍ରୋହ ଉପରେ ଆଧାରିତ ମୁଦ୍ରା ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ତଥା ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଓଡିଶାର ଭୁବନେଶ୍ଵରଠାରେ ଏକ ସମାରୋହରେ ଆଇଆଇଟି ଭୁବନେଶ୍ଵର କ୍ୟାମ୍ପସ ରାଷ୍ଟ୍ରକୁ ସମର୍ପିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ତଥା ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 24, 2018ରେ ଓଡିଶାର ଭୁବନେଶ୍ଵରଠାରେ ଜନସଭାକୁ ସମ୍ବୋଧନ କରୁଛନ୍ତି ।