ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଓଡିଶାରେ ପ୍ରଧାନମନ୍ତ୍ରୀ ( ଏପ୍ରିଲ 15, 2017 )
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଓଡିଶାର ଭୁବନେଶ୍ଵରସ୍ଥିତ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରୁଛନ୍ତି ।
ଓଡିଶାର ଭୁବନେଶ୍ଵରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଏପ୍ରିଲ 16, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
The Prime Minister, Shri Narendra Modi felicitating the relatives of leading freedom fighters of Odisha, at a special programme, in Bhubaneswar, Odisha on April 15, 2017.
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି ଓଡିଶାର ରାଜ୍ୟପାଳ ଡଃ ଏସ.ସି.ଜମିର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି ଓଡିଶାର ରାଜ୍ୟପାଳ ଡଃ ଏସ.ସି.ଜମିର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି ଓଡିଶାର ରାଜ୍ୟପାଳ ଡଃ ଏସ.ସି.ଜମିର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବୋଧିତ କରୁଛନ୍ତି । ନିକଟରେ ଅଛନ୍ତି ଓଡିଶାର ରାଜ୍ୟପାଳ ଡଃ ଏସ.ସି.ଜମିର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 16, 2017ରେ ଭୁବନେଶ୍ଵରଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଅଗ୍ରଗଣ୍ୟ ସ୍ଵାଧୀନତା ସଂଗ୍ରାମୀଙ୍କ ପରିଜନଙ୍କୁ ସମ୍ବୋଧିତ କରୁଛନ୍ତି ।
ଭୁବନେଶ୍ଵରରୁ ଏପ୍ରିଲ 16, 2017ରେ ପ୍ରସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଉଛି । ନିକଟରେ ଅଛନ୍ତି ଓଡିଶାର ରାଜ୍ୟପାଳ ଡଃ ଏସ.ସି.ଜମିର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିମାନ ଯୋଗେ ଏପ୍ରିଲ 16, 2017ରେ ଭୁବନେଶ୍ଵରରୁ ପ୍ରସ୍ଥାନ ସମୟରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଉଛି ।