ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଗୁଜରାଟର ଅହମଦାବାଦରେ ପ୍ରଧାନମନ୍ତ୍ରୀ (ଅକ୍ଟୋବର 02, 2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବ ବ୍ରତ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବ ବ୍ରତ, ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦସ୍ଥିତ ସାବରମତୀ ଆଶ୍ରମଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ଗୁଜରାଟଠାରେ ଅକ୍ଟୋବର 02, 2019ରେ ଅହମଦାବାଦସ୍ଥିତ ସାବରମତୀ ଆଶ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଗୁଜରାଟଠାରେ ଅକ୍ଟୋବର 02, 2019ରେ ଅହମଦାବାଦସ୍ଥିତ ସାବରମତୀ ଆଶ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ମହାତ୍ମା ଗାନ୍ଧୀଙ୍କ 150ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦସ୍ଥିତ ସାବରମତୀ ଆଶ୍ରମଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ଡାକ ଟିକଟ ଏବଂ ରୌପ୍ୟ ମୁଦ୍ରା ଉନ୍ମୋଚନ କରୁଛନ୍ତି ।
ମହାତ୍ମା ଗାନ୍ଧୀଙ୍କ 150ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦସ୍ଥିତ ସାବରମତୀ ଆଶ୍ରମଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ଡାକ ଟିକଟ ଏବଂ ରୌପ୍ୟ ମୁଦ୍ରା ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବ ବ୍ରତ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ।
ଗୁଜରାଟର ଅହମଦାବାଦଠାରେ ଅକ୍ଟୋବର 02, 2019ରେ ସ୍ଵଚ୍ଛ ଭାରତ ଦିବସ 2019ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବ ବ୍ରତ ।
ଗୁଜରାଟର ଅହମଦାବାଦଠାରେ ଅକ୍ଟୋବର 02, 2019ରେ ସ୍ଵଚ୍ଛ ଭାରତ ଦିବସ 2019ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ସ୍ଵଚ୍ଛ ଭାରତ ଦିବସ 2019 ଉଦ୍ଘାଟନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ନବରାତ୍ରି ଉତ୍ସବରେ ଯୋଗ ଦେଉଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 02, 2019ରେ ଗୁଜରାଟର ଅହମଦାବାଦଠାରେ ନବରାତ୍ରି ଉତ୍ସବରେ ଯୋଗ ଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବ ବ୍ରତ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ।