ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଛତିଶଗଡ଼ରେ ପ୍ରଧାନମନ୍ତ୍ରୀ (ସେପ୍ଟେମ୍ବର 22, 2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ ପାରମ୍ପରିକ ହସ୍ତତନ୍ତ ଏବଂ କୃଷି ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ ପାରମ୍ପରିକ ହସ୍ତତନ୍ତ ଏବଂ କୃଷି ପ୍ରଦର୍ଶନୀ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ମୁଖ୍ୟମନ୍ତ୍ରୀ ଡଃ ରମଣ ସିଂହ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ ଜାତୀୟ ରାଜପଥ ପ୍ରକଳ୍ପ ଏବଂ ପେଣ୍ଡ୍ରା-ଅନୁପ୍ପୁର ତୃତୀୟ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଯୋଜନାର ହିତାଧିକାରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ ଜାତୀୟ ରାଜପଥ ପ୍ରକଳ୍ପ ଏବଂ ପେଣ୍ଡ୍ରା-ଅନୁପ୍ପୁର ତୃତୀୟ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଯୋଜନାର ହିତାଧିକାରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ ଜାତୀୟ ରାଜପଥ ପ୍ରକଳ୍ପ ଏବଂ ପେଣ୍ଡ୍ରା-ଅନୁପ୍ପୁର ତୃତୀୟ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ, ଜାହାଜ ଚଳାଚଳ ଓ ଜଳସମ୍ପଦ, ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ ଡଃ ରମଣ ସିଂହ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ କିଷାନ ସମ୍ମେଳନକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡର ଜାଞ୍ଜଗିର-ଚମ୍ପାଠାରେ କିଷାନ ସମ୍ମେଳନକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2018ରେ ଛତିଶଗଡରୁ ପ୍ରସ୍ଥାନ କରିବା ସମୟରେ ସେଠାକାର ମୁଖ୍ୟମନ୍ତ୍ରୀ ଡଃ ରମଣ ସିଂହ ତାଙ୍କୁ ବିଦାୟ ଜଣାଉଛନ୍ତି ।