ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଝାଡ଼ଖଣ୍ଡ ରାଞ୍ଚିରେ ପ୍ରଧାନମନ୍ତ୍ରୀ (ସେପ୍ଟେମ୍ବର 12, 2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ରାଞ୍ଚିଠାରେ ଝାଡଖଣ୍ଡର ନୂତନ ବିଧାନସଭା କୋଠା ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଝାଡଖଣ୍ଡ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ସାହେବଗଞ୍ଜଠାରେ ବହୁମୁଖୀ ଟର୍ମିନାଲ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଝାଡଖଣ୍ଡ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା, ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପରୋଷତ୍ତମ ରୂପାଲା ଓ ଶ୍ରୀ କୈଳାସ ଚୌଧୁରୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ସାହେବଗଞ୍ଜଠାରେ ବହୁମୁଖୀ ଟର୍ମିନାଲ ଉଦ୍ଘାଟନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ରାଞ୍ଚିଠାରେ ନୂତନ ସଚିବାଳୟ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଝାଡଖଣ୍ଡ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା, ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ, କେନ୍ଦ୍ର ଶ୍ରମ ଓ ନିୟୋଜନ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାର ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ କୈଳାସ ଚୌଧୁରୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ରାଞ୍ଚିଠାରେ ନୂତନ ସଚିବାଳୟ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଝାଡଖଣ୍ଡ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ, କେନ୍ଦ୍ର ଶ୍ରମ ଓ ନିୟୋଜନ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାର ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ କୈଳାସ ଚୌଧୁରୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ଏକ ସମାରୋହରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ଏକ ସମାରୋହରେ ବ୍ୟବସାୟୀ ଓ ଆତ୍ମନିଯୁକ୍ତ ଲୋକଙ୍କ ଲାଗି ରାଷ୍ଟ୍ରୀୟ ପେନସନ ଯୋଜନାର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନ ସମାରୋହକୁ ସମ୍ବୋଧିତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 12, 2019ରେ ଝାଡଖଣ୍ଡର ରାଞ୍ଚିଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ ତାଙ୍କୁ ସ୍ଵାଗତ କରୁଛନ୍ତି ।