ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ତାମିଲନାଡୁରେ ପ୍ରଧାନମନ୍ତ୍ରୀ (ଜୁଲାଇ 27, 2017)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ମଦୁରାଇଠାରେ ପହଞ୍ଚିବା କ୍ଷଣି ସେଠାକାର ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନୀସ୍ଵାମୀ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ମଦୁରାଇଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ମଦୁରାଇଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ତାଙ୍କୁ ସ୍ଵାଗତ କରୁଛନ୍ତି ।
The Prime Minister, Shri Narendra Modi inaugurating Dr. A.P.J. Abdul Kalam memorial, at Pei Karumbu, Rameswaram, in Tamil Nadu on July 27, 2017.
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମାରକୀ ଉଦ୍ଘାଟନ କରୁଛନ୍ତି । ନିକଟରେ ଅଛନ୍ତି ତାମିଲନାଡୁ ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନୀସ୍ଵାମୀ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପି. ରାଧାକୃଷ୍ଣନ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଜୁଲାଇ 27, 2017ରେ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମାରକୀ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ତାମିଲନାଡୁ ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନୀସ୍ଵାମୀ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପି. ରାଧାକୃଷ୍ଣନ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ “କଲାମ ସନ୍ଦେଶ ବାହିନୀ” ପ୍ରଦର୍ଶନୀ ବସକୁ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି । ନିକଟରେ ଅଛନ୍ତି ତାମିଲନାଡୁ ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନୀସ୍ଵାମୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ କଲାମସ୍ଥଳଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ସମାଧି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ କଲାମସ୍ଥଳଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ସମାଧି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ପରିବାରବର୍ଗଙ୍କ ସହିତ ମତ ବିନିମୟ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନିସ୍ଵାମୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଏଦାପ୍ପାଡି କେ. ପାଲାନିସ୍ଵାମୀ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପି. ରାଧାକୃଷ୍ଣନ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମସ୍ଥିତ ପେଇ କରୁମ୍ବୁଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 27, 2017ରେ ତାମିଲନାଡ଼ୁର ରାମେଶ୍ଵରମଠାରେ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ସ୍ମାରକୀରେ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।