ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ନେଦେର୍ଲାଣ୍ଡରେ ପ୍ରଧାନମନ୍ତ୍ରୀ ( ଜୁନ 27, 2017 )
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ତାଙ୍କ ତ୍ରିରାଷ୍ଟ୍ରୀୟ ଗସ୍ତର ଶେଷ ଚରଣରେ ନେଦରଲାଣ୍ଡର ଆମଷ୍ଟରଡେମଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡର ଆମଷ୍ଟରଡେମଠାରେ ପହଞ୍ଚିବା କ୍ଷଣି ତାଙ୍କୁ ସ୍ଵାଗତ କରାଯାଉଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ଆମଷ୍ଟରଡେମଠାରେ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମିଷ୍ଟର ମାର୍କ ରୁଟ୍ଟେଙ୍କୁ ସାକ୍ଷାତ କରୁଛନ୍ତି ।

ଆମଷ୍ଟରଡେମଠାରେ ଜୁନ 27, 2017ରେ ମିଳିତ ପ୍ରେସ ବିବୃତି ଅବସରରେ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମିଷ୍ଟର ମାର୍କ ରୁଟ୍ଟେ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ଆମଷ୍ଟରଡେମଠାରେ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମିଷ୍ଟର ମାର୍କ ରୁଟ୍ଟେଙ୍କ ସହିତ ମିଳିତ ପ୍ରେସ ବିବୃତି ଅବସରରେ ତାଙ୍କ ବକ୍ତବ୍ୟ ପ୍ରଦାନ କରୁଛନ୍ତି ।

ଭାରତ ଏବଂ ନେଦରଲାଣ୍ଡ ମଧ୍ୟରେ ଜୁନ 27, 2017ରେ ଆମଷ୍ଟରଡେମଠାରେ ବୁଝାମଣାପତ୍ର ହସ୍ତାକ୍ଷର ଅବସରରେ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମିଷ୍ଟର ମାର୍କ ରୁଟ୍ଟେ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ଆମଷ୍ଟରଡେମଠାରେ ଜୁନ 27, 2017ରେ ଡଚ ସିଇଓମାନଙ୍କ ସହିତ ମତ ବିନିମୟ ଅବସରରେ ନେଦରଲାଣ୍ଡ ପ୍ରଧାନମନ୍ତ୍ରୀ ମିଷ୍ଟର ମାର୍କ ରୁଟ୍ଟେ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡର ଏକେନହୋର୍ଷ୍ଟଠାରେ ପହଞ୍ଚିବା କ୍ଷଣି ମହାମହିମ ରାଜା ୱିଲେମ-ଆଲେକଜାଣ୍ଡର ଏବଂ ରାଣୀ ମାକ୍ସିମା ସ୍ଵାଗତ କରୁଛନ୍ତି ।
ନେଦରଲାଣ୍ଡରେ ହଗର ମେୟର ସୁଶ୍ରୀ ପଉଲିନ କ୍ରୀକ୍କେ ଜୁନ 27, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରୁଛନ୍ତି ।
The Prime Minister, Shri Narendra Modi meeting the Deputy Mayor, The Hague, Netherlands, Mr. Karsten Klein, in Netherlands on June 27, 2017.
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡରେ ଭାରତୀୟ ବାସିନ୍ଦାଙ୍କୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜୁନ 27, 2017ରେ ନେଦରଲାଣ୍ଡରେ ଅଭ୍ୟର୍ଥନା ସମାରୋହରେ ଭାରତୀୟ ବାସିନ୍ଦାଙ୍କ ଦ୍ଵାରା ସ୍ଵାଗତ କରାଯାଉଛି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡରେ ଭାରତୀୟ ବାସିନ୍ଦାଙ୍କୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡରେ ଭାରତୀୟ ବାସିନ୍ଦାଙ୍କୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡରେ ଭାରତୀୟ ବାସିନ୍ଦାଙ୍କୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ନେଦରଲାଣ୍ଡରୁ ଦିଲ୍ଲୀ ଅଭିମୁଖେ ପ୍ରସ୍ଥାନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 27, 2017ରେ ଦିଲ୍ଲୀ ଅଭିମୁଖେ ନେଦରଲାଣ୍ଡ ପ୍ରସ୍ଥାନ କରୁଛନ୍ତି ।