ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀଙ୍କ ବାରାଣାସୀ ଉତ୍ତରପ୍ରଦେଶ ଗସ୍ତ (ଫେବୃୟାରୀ 19,2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀରେ ପହଞ୍ଚିବାକ୍ଷଣି ତାଙ୍କୁ ସ୍ଵାଗତ କରୁଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗଙ୍କ ସହ ମତ ବିନିମୟ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀସ୍ଥିତ ଡିଜେଲ ଲୋକୋମୋଟିଭ ୱାର୍କ୍ସଠାରେ ଡିଜେଲରୁ ବିଦ୍ୟୁତରେ ପରିବର୍ତ୍ତିତ ହେଉଥିବା ବିଶ୍ଵର ପ୍ରଥମ ଲୋକୋମୋଟିଭକୁ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି ।
ବାରାଣସୀସ୍ଥିତ ଡିଜେଲ ଲୋକୋମୋଟିଭ ୱାର୍କ୍ସଠାରେ ଫେବୃଆରୀ 19, 2019ରେ ଡିଜେଲରୁ ବିଦ୍ୟୁତରେ ପରିବର୍ତ୍ତିତ ହେଉଥିବା ବିଶ୍ଵର ପ୍ରଥମ ଲୋକୋମୋଟିଭର ଶୁଭାରମ୍ଭ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଏବଂ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଗୁରୁ ରବିଦାସଙ୍କ ଜନ୍ମ ତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଗୁରୁ ରବିଦାସଙ୍କ ଜନ୍ମ ତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀସ୍ଥିତ ଡିଜେଲ ଲୋକୋମୋଟିଭ ୱାର୍କ୍ସଠାରେ ଡିଜେଲରୁ ବିଦ୍ୟୁତରେ ପରିବର୍ତ୍ତିତ ହେଉଥିବା ବିଶ୍ଵର ପ୍ରଥମ ଲୋକୋମୋଟିଭ ପରିଦର୍ଶନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ବିଏଚୟୁର ମଦନ ମୋହନ ମାଲବ୍ୟ କ୍ୟାନସର ସେଣ୍ଟର ଏବଂ ଲେହାରତାରା ହୋମି ଭାବା କ୍ୟାନସର ହସପିଟାଲକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଆୟୁଷ୍ମାନ ଭାରତ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଆୟୁଷ୍ମାନ ଭାରତ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଆୟୁଷ୍ମାନ ଭାରତ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ଏକ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗଙ୍କ ସହ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ବାରାଣସୀଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଏବଂ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା, ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ବାରାଣସୀଠାରେ ଫେବୃଆରୀ 19, 2019ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଓ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ବାରାଣସୀଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ସମାରୋହରେ ଯୋଜନା ସମୂହର ହିତାଧିକାରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2019ରେ ଉତ୍ତରପ୍ରଦେଶର ବାରାଣସୀଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ସମାରୋହ ଅବସରରେ ସମବେତ ଜନତାଙ୍କୁ ସମ୍ବୋଧନ କରୁଛନ୍ତି ।