ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀଙ୍କ ଶିରିଡ଼ି (ମହାରାଷ୍ଟ୍ର) ଗସ୍ତ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ମହାରାଷ୍ଟ୍ରର ଶିରିଡିରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ଶିରିଡିରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ଶିରିଡିସ୍ଥିତ ଶ୍ରୀ ସାଇବାବା ମନ୍ଦିରରେ ପ୍ରାର୍ଥନା କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ଶିରିଡିସ୍ଥିତ ଶ୍ରୀ ସାଇବାବା ମନ୍ଦିରରେ ପ୍ରାର୍ଥନା କରୁଛନ୍ତି ।
ମହାରାଷ୍ଟ୍ରର ଶିରିଡିସ୍ଥିତ ଶ୍ରୀ ସାଇବାବା ମନ୍ଦିରରେ ଅକ୍ଟୋବର 19, 2018ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ମହାରାଷ୍ଟ୍ରର ଶିରିଡିସ୍ଥିତ ଶ୍ରୀ ସାଇବାବା ସଂସ୍ଥାନ ଟ୍ରଷ୍ଟ ପାଇଁ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଆଧାରଶିଳା ରଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ, କେନ୍ଦ୍ର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଡଃ ସୁଭାଷ ରାମାରାଓ ଭାମ୍ରେ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ମହାରାଷ୍ଟ୍ରର ଶିରିଡିଠାରେ ଶ୍ରୀ ସାଇବାବାଙ୍କ ସମାଧିର ଶତବାର୍ଷିକୀ ଉପଲକ୍ଷେ ଏକ ସ୍ମାରକୀ ରୌପ୍ୟ ମୁଦ୍ରା ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ଶିରିଡିଠାରେ ଗୃହ ପ୍ରବେଶ ସମାରୋହରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ ହିତାଧିକାରୀଙ୍କୁ ଚାବି ହସ୍ତାନ୍ତର କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ଶିରିଡିଠାରେ ଗୃହ ପ୍ରବେଶ ସମାରୋହରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ ହିତାଧିକାରୀଙ୍କୁ ଚାବି ହସ୍ତାନ୍ତର କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ମହାରାଷ୍ଟ୍ରର ଶିରିଡିଠାରେ ଏକ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 19, 2018ରେ ମହାରାଷ୍ଟ୍ରର ଶିରିଡିଠାରେ ଏକ ସମାରୋହକୁ ସମ୍ବୋଧିତ କରୁଛନ୍ତି ।