ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଡ଼ଃ ଆମ୍ୱେଦକର ଆନ୍ତର୍ଜାତିକ କେନ୍ଦ୍ରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରୁଛନ୍ତି (ଡିସେମ୍ବର 07,2017)
ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ର ରାଷ୍ଟ୍ରକୁ ଉତ୍ସର୍ଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଆୟୋଜିତ ସମାରୋହରେ ପହଞ୍ଚୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା ଏବଂ ଶ୍ରୀ କୃଷ୍ଣ ପାଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ରକୁ ଅନାବରଣ କରି ରାଷ୍ଟ୍ରକୁ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା, ଶ୍ରୀ କୃଷ୍ଣ ପାଲ ଏବଂ ଶ୍ରୀ ରାମଦାସ ଅଠାୱାଲେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଫଳକ ଅନାବରଣ ପୂର୍ବକ ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ର ରାଷ୍ଟ୍ରକୁ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା, ଶ୍ରୀ କୃଷ୍ଣ ପାଲ ଏବଂ ଶ୍ରୀ ରାମଦାସ ଅଠାୱାଲେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଫଳକ ଅନାବରଣ ପୂର୍ବକ ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ର ରାଷ୍ଟ୍ରକୁ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା, ଶ୍ରୀ କୃଷ୍ଣ ପାଲ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ ରୂପାୟନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ଗୋଏଲ ।
ନୂଆଦିଲ୍ଲୀସ୍ଥିତ 15, ଜନପଥଠାରେ ଡିସେମ୍ବର 07, 2017ରେ ଡଃ ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ର ରାଷ୍ଟ୍ରକୁ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା, ଶ୍ରୀ କୃଷ୍ଣ ପାଲ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ ରୂପାୟନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ଗୋଏଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ରର ଲୋକାର୍ପଣ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 07, 2017ରେ ନୂଆଦିଲ୍ଲୀର 15, ଜନପଥଠାରେ ଡଃ॰ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ରର ଲୋକାର୍ପଣ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
The Prime Minister, Shri Narendra Modi addressing the gathering at the ceremony to dedicate Dr. Ambedkar International Centre to the Nation, at 15 Janpath, in New Delhi on December 07, 2017.
ନୂଆଦିଲ୍ଲୀସ୍ଥିତ 15, ଜନପଥଠାରେ ଡିସେମ୍ବର 07, 2017ରେ ଡଃ ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ରର ଲୋକାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ନୂଆଦିଲ୍ଲୀସ୍ଥିତ 15, ଜନପଥଠାରେ ଡିସେମ୍ବର 07, 2017ରେ ଡଃ ଆମ୍ବେଦକର ଆନ୍ତର୍ଜାତିକ କେନ୍ଦ୍ର ରାଷ୍ଟ୍ରକୁ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଥାୱର ଚାନ୍ଦ ଗେହଲଟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ସାମ୍ପଲା, ଶ୍ରୀ କୃଷ୍ଣ ପାଲ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ ରୂପାୟନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଜୟ ଗୋଏଲ ।