ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଲକ୍ଷ୍ଣ -ଉତ୍ତରପ୍ରଦେଶରେ (19 ମାର୍ଚ୍ଚ, 2017)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ପହଞ୍ଚିବା କ୍ଷଣି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଏବଂ ଭାବୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଏବଂ ଭାବୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ଵାଗତ କରୁଛନ୍ତି ।
ଲକ୍ଷ୍ନୌଠାରେ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଉଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ ।
ଲକ୍ଷ୍ନୌଠାରେ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଉଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ଲକ୍ଷ୍ନୌଠାରେ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ କଲରାଜ ମିଶ୍ର ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ଲକ୍ଷ୍ନୌଠାରେ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ସେଠାକାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ଲକ୍ଷ୍ନୌଠାରେ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ କଲରାଜ ମିଶ୍ର, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ଲକ୍ଷ୍ନୌରୁ ପ୍ରସ୍ଥାନ କରିବା ସମୟରେ ରାଜ୍ୟପାଳ ଶ୍ରୀ ରାମ ନାଏକ ତାଙ୍କୁ ବିଦାୟ ଜଣାଉଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 19, 2017ରେ ଉତ୍ତରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପରେ ଲକ୍ଷ୍ନୌରୁ ପ୍ରସ୍ଥାନ କରୁଛନ୍ତି ।