ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନାଙ୍କ ସହିତ ପ୍ରଧାନମନ୍ତ୍ରୀ (ଏପ୍ରିଲ 08, 2017)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 08, 2017ରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ଅଭ୍ୟର୍ଥନା ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 08, 2017ରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ଅଭ୍ୟର୍ଥନା ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 08, 2017ରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ଅଭ୍ୟର୍ଥନା ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନାଙ୍କୁ ସ୍ଵାଗତ କରୁଛନ୍ତି ।
ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନଠାରେ ଏପ୍ରିଲ 08, 2017ରେ ଅଭ୍ୟର୍ଥନା ସମାରୋହ ଅବସରରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ଗାର୍ଡ ଅଫ ଅନର ପରିଦର୍ଶନ କରୁଛନ୍ତି ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଏପ୍ରିଲ 08, 2017ରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନାଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଏପ୍ରିଲ 08, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ।
ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017ରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ପ୍ରତିନିଧିମଣ୍ଡଳ ସ୍ତରୀୟ ଆଲୋଚନା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ।
The Prime Minister, Shri Narendra Modi and the Prime Minister of Bangladesh, Ms. Sheikh Hasina at the joint media briefing, at Hyderabad House, in New Delhi on April 08, 2017.
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଏପ୍ରିଲ 08, 2017ରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ବୁଝାମଣାପତ୍ରସମୂହର ଆଦାନ ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଏପ୍ରିଲ 08, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ।
1971 ଯୁଦ୍ଧରେ ଲଢେଇ କରିଥିବା ବୀର ଭାରତୀୟ ସୈନିକମାନଙ୍କୁ ସମ୍ମାନ ଜଣାଇବା ପାଇଁ ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017 ରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ।
1971 ଯୁଦ୍ଧରେ ଲଢେଇ କରିଥିବା ବୀର ଭାରତୀୟ ସୈନିକମାନଙ୍କୁ ସମ୍ମାନ ଜଣାଇବା ପାଇଁ ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017 ରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା ।
1971 ଯୁଦ୍ଧରେ ଲଢେଇ କରିଥିବା ବୀର ଭାରତୀୟ ସୈନିକମାନଙ୍କ ସମ୍ମାନାର୍ଥେ ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017 ରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା । ନିକଟରେ ଅଛନ୍ତି କେନ୍ଦ୍ର ଅର୍ଥ, ଔଦ୍ୟୋଗିକ ବ୍ୟାପାର ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ଜେଟଲୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ସୁଷମା ସ୍ଵରାଜ ଏବଂ ଅନ୍ୟ ଗଣମାନ୍ୟ ଅତିଥିବୃନ୍ଦ ।
1971 ଯୁଦ୍ଧରେ ଲଢେଇ କରିଥିବା ବୀର ଭାରତୀୟ ସୈନିକମାନଙ୍କ ସମ୍ମାନାର୍ଥେ ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017 ରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ ।
1971 ଯୁଦ୍ଧରେ ଲଢେଇ କରିଥିବା ବୀର ଭାରତୀୟ ସୈନିକମାନଙ୍କ ସମ୍ମାନାର୍ଥେ ନୂଆଦିଲ୍ଲୀଠାରେ ଏପ୍ରିଲ 08, 2017 ରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବାଂଲାଦେଶ ପ୍ରଧାନମନ୍ତ୍ରୀ ସୁଶ୍ରୀ ଶେଖ ହସିନା । ନିକଟରେ ଅଛନ୍ତି କେନ୍ଦ୍ର ଅର୍ଥ, ଔଦ୍ୟୋଗିକ ବ୍ୟାପାର ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ଜେଟଲୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ସୁଷମା ସ୍ଵରାଜ ।