ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବାରଣାସୀରେ , ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ(22 ଡିସେମ୍ବର ,2016)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ପହଞ୍ଚିବା କ୍ଷଣି ତାଙ୍କୁ ସ୍ଵାଗତ କରାଯାଉଛି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଉଦ୍ବୋଧନ ଦେଉଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ମହାମାନ୍ୟ ପଣ୍ଡିତ ମଦନ ମୋହନ ମାଲବ୍ୟ କ୍ୟାନସର ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଡଃ ମହେଶ ଶର୍ମା, କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ‘ଚାଣକ୍ୟ’ ନାଟକର କଳାକାରଙ୍କ ସହିତ ମତ ବିନିମୟ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ‘ଚାଣକ୍ୟ’ ନାଟକର କଳାକାରଙ୍କ ସହିତ ମତ ବିନିମୟ କରୁଛନ୍ତି ।
ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ “ESIC 2.0” ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀରେ କବୀର ନଗର ଛାତ୍ର ଛାତ୍ରୀଙ୍କ ସହିତ ମତ ବିନିମୟ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀସ୍ଥିତ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପରିସରରେ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଡଃ ମହେଶ ଶର୍ମା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ଉତ୍ତରପ୍ରଦେଶର ବାରଣାସୀଠାରେ ଡିସେମ୍ବର ୨୨, ୨୦୧୬ରେ ୧୫୦ ଶଯ୍ୟା ବିଶିଷ୍ଟ ଇଏସଆଇ ଅତ୍ୟାଧୁନିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ୧୫୦ ଶଯ୍ୟା ବିଶିଷ୍ଟ ଇଏସଆଇ ଅତ୍ୟାଧୁନିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ଉତ୍ସବରେ ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ଉତ୍ସବରେ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୨, ୨୦୧୬ରେ ଉତ୍ତରପ୍ରଦେଶର ବାରଣାସୀରୁ ପ୍ରସ୍ଥାନ କରୁଛନ୍ତି ।