ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବାରଣାସୀରେ ପ୍ରଧାନମନ୍ତ୍ରୀ (ଅକ୍ଟୋବର 24, 2016)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଏବଂ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଏବଂ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ “ଉଜ୍ଜ୍ୱଲା” ଯୋଜନାର ହିତାଧିକାରୀଙ୍କୁ ଏଲପିଜି ସଂଯୋଗ ବଣ୍ଟନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ “ଉଜ୍ଜ୍ୱଲା” ଯୋଜନାର ହିତାଧିକାରୀଙ୍କୁ ଏଲପିଜି ସଂଯୋଗ ବଣ୍ଟନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ “ଉଜ୍ଜ୍ୱଲା” ହିତାଧିକାରୀଙ୍କୁ ଏଲପିଜି ସଂଯୋଗ ବଣ୍ଟନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ସୁକନ୍ୟା ସମୃଦ୍ଧି ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ସୁକନ୍ୟା ସମୃଦ୍ଧି ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଯୋଗାଯୋଗ (ସ୍ଵାଧୀନ) ଏବଂ ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନୋଜ ସିହ୍ନା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ।
ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ୟାସ ପାଇପଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ସମ୍ବୋଧିତ କରୁଛନ୍ତି ।
ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ୟାସ ପାଇପଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ଉଦ୍ବୋଧନ ଦେଉଛନ୍ତି ।
ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ୟାସ ପାଇପଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶରେ ଅକ୍ଟୋବର 24, 2016ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ପରେ ବାରଣାସୀରୁ ପ୍ରସ୍ଥାନ କରୁଛନ୍ତି । ନିକଟରେ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାୟକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀଠାରେ ଅକ୍ଟୋବର 24, 2016ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ପରେ ପ୍ରସ୍ଥାନ କରୁଛନ୍ତି ।