ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବାରଣାସୀରେ ପ୍ରଧାନମନ୍ତ୍ରୀ (ଜାନୁୟାରୀ 22, 2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 22, 2019ରେ ବାରଣାସୀଠାରେ ପହଞ୍ଚିବା କ୍ଷଣି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ଵାଗତ କରୁଛନ୍ତି ।
ବାରଣାସୀଠାରେ ଜାନୁୟାରୀ 22, 2019ରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019ର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ସୁଷମା ସ୍ଵରାଜ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟାର ।
ବାରଣାସୀଠାରେ ଜାନୁୟାରୀ 22, 2019ରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019ର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥ । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ସୁଷମା ସ୍ଵରାଜ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟାର, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ, କେନ୍ଦ୍ର ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଜେନେରାଲ (ଅବସରପ୍ରାପ୍ତ) ଭି.କେ.ସିଂହ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 22, 2019ରେ ଉତ୍ତର ପ୍ରଦେଶର ବାରଣାସୀଠାରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019ର ଉଦ୍ଘାଟନ ସମାରୋହକୁ ସମ୍ବୋଧନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 22, 2019ରେ ଉତ୍ତର ପ୍ରଦେଶର ବାରଣାସୀଠାରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019ର ଉଦ୍ଘାଟନ ସମାରୋହକୁ ସମ୍ବୋଧନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 22, 2019ରେ ଉତ୍ତର ପ୍ରଦେଶର ବାରଣାସୀଠାରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019 ଉଦ୍ଘାଟନ ସମାରୋହକୁ ସମ୍ବୋଧନ କରୁଛନ୍ତି ।
ଉତ୍ତର ପ୍ରଦେଶର ବାରଣାସୀଠାରେ ଜାନୁୟାରୀ 22, 2019ରେ ପଞ୍ଚଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ 2019 ଉଦ୍ଘାଟନ ଅବସରରେ “ଭାରତକୁ ଜାଣ” କୁଇଜର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ସୁଷମା ସ୍ଵରାଜ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ଉତ୍ତର ପ୍ରଦେଶର ବାରଣାସୀଠାରେ ଜାନୁୟାରୀ 22, 2019ରେ ଦ୍ଵିପାକ୍ଷିକ ଆଲୋଚନାରେ ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଉତ୍ତର ପ୍ରଦେଶର ବାରଣାସୀଠାରେ ଜାନୁୟାରୀ 22, 2019ରେ ଦ୍ଵିପାକ୍ଷିକ ଆଲୋଚନାରେ ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଉତ୍ତର ପ୍ରଦେଶର ବାରଣାସୀଠାରେ ଜାନୁୟାରୀ 22, 2019ରେ ଦ୍ଵିପାକ୍ଷିକ ଆଲୋଚନାରେ ମରିସସ ପ୍ରଧାନମନ୍ତ୍ରୀ ମିଷ୍ଟର ପ୍ରବିନ୍ଦ ଜଗନ୍ନାଥଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 22, 2019ରେ ବାରଣାସୀଠାରେ ସମନ୍ଵିତ ବୟନଶିଳ୍ପ କାର୍ଯ୍ୟାଳୟ କୋଠାର ଫଳକ ଉନ୍ମୋଚନ ପୂର୍ବକ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।