ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବାରାଣାସୀ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ (ସେପ୍ଟେମ୍ବର 22,2017 )
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ପହଞ୍ଚିବା କ୍ଷଣି ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ରାଷ୍ଟ୍ରକୁ ଉତ୍ସର୍ଗ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ଉଦ୍ଘାଟନ ଅବସରରେ ଚିତ୍ରକାର ଏବଂ ବୁଣାକାରମାନଙ୍କୁ ସାକ୍ଷାତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ଉଦ୍ଘାଟନ ଅବସରରେ ଚିତ୍ରକାର ଏବଂ ବୁଣାକାରଙ୍କୁ ସାକ୍ଷାତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୀନଦୟାଲ ହସ୍ତକଳା ସଙ୍କୁଳ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବାରଣାସୀ ଏବଂ ବଦୋଦରା ମଧ୍ୟରେ ରେଳ ଚଳାଚଳ ପାଇଁ ତୃତୀୟ ମହାମନା ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବାରଣାସୀ ଏବଂ ବଦୋଦରା ମଧ୍ୟରେ ରେଳ ଚଳାଚଳ ପାଇଁ ତୃତୀୟ ମହାମନା ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା, ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ଉତ୍କର୍ଷ ବ୍ୟାଙ୍କ ସେବାକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଏକ ସମାରୋହରେ ଉତ୍କର୍ଷ ବ୍ୟାଙ୍କ ମୁଖ୍ୟାଳୟ କୋଠା ନିର୍ମାଣର ଶିଳାନ୍ୟାସ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, କେନ୍ଦ୍ର ବୟନଶିଳ୍ପ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଜୟ ଟାମ୍ଟା ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବିଭିନ୍ନ ବିକାଶ ପ୍ରକଳ୍ପର ଉଦ୍ଘାଟନ ପରେ ଏକ ଜନସଭାକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବହୁବିଧ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ପରେ ଏକ ଜନସଭାକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ପରେ ଏକ ଜନସଭାକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୂର୍ଗା ମାତା ମନ୍ଦିରରେ ପୂଜା-ପ୍ରାର୍ଥନା କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ଦୂର୍ଗା ମାତା ମନ୍ଦିରରେ ପୂଜାର୍ଚ୍ଚନା କରୁଛନ୍ତି ।
ଉତ୍ତରପ୍ରଦେଶର ବାରଣାସୀଠାରେ ସେପ୍ଟେମ୍ବର 22, 2017ରେ ଦୂର୍ଗା ମାତା ମନ୍ଦିରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଉତ୍ତରପ୍ରଦେଶର ବାରଣାସୀଠାରେ ସେପ୍ଟେମ୍ବର 22, 2017ରେ ଦୂର୍ଗା ମାତା ମନ୍ଦିରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖିବା ଅବସରରେ “ରାମାୟଣ” ଡାକଟିକଟ ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖିବା ଅବସରରେ “ରାମାୟଣ” ଡାକଟିକଟ ଉନ୍ମୋଚନ କରି ଜନସମୂହକୁ ଉଦ୍ବୋଧନ ଦେଉଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 22, 2017ରେ ଉତ୍ତରପ୍ରଦେଶର ବାରଣାସୀଠାରେ ତୁଳସୀ ମାନସ ମନ୍ଦିର ବୁଲି ଦେଖିବା ଅବସରରେ “ରାମାୟଣ” ଡାକଟିକଟ ଉନ୍ମୋଚନ କରି ଜନସଭମୂହକୁ ଉଦ୍ବୋଧନ ଦେଉଛନ୍ତି ।