ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ବିହାରରେ ପ୍ରଧାନମନ୍ତ୍ରୀ (ଜାନୁଆରୀ 5,2017)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ପହଞ୍ଚିବା କ୍ଷଣି ସେଠାକାର ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାରଙ୍କ ଦ୍ଵାରା ତାଙ୍କୁ ସ୍ଵାଗତ କରାଯାଉଛି ।
ବିହାରର ପାଟନାଠାରେ ଜାନୁୟାରୀ 05, 2017ରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ବିହାରର ପାଟନାଠାରେ ଜାନୁୟାରୀ 05, 2017ରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ବିହାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିସେବା, ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ, କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ରାମ ବିଳାସ ପାଶ୍ଵାନ, ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର, ପଞ୍ଜାବ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ବିହାରର ପାଟନାଠାରେ ଜାନୁୟାରୀ 05, 2017ରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ଉତ୍ସବରେ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରୁଛନ୍ତି । ନିକଟରେ ଅଛନ୍ତି ବିହାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିସେବା, ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ, ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାଠାରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବକୁ ସମ୍ବୋଧିତ କରୁଛନ୍ତି ।
ବିହାରର ପାଟନାଠାରେ ଜାନୁୟାରୀ 05, 2017ରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ବିହାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିସେବା, ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ, କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ରାମ ବିଳାସ ପାଶ୍ଵାନ, ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର, ପଞ୍ଜାବ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ବିହାରର ପାଟନାଠାରେ ଜାନୁୟାରୀ 05, 2017ରେ ଗୁରୁ ଗୋବିନ୍ଦ ସିଂହଙ୍କ 350ତମ ପ୍ରକାଶ ପର୍ବ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ବିହାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ, କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ରାମ ବିଳାସ ପାଶ୍ଵାନ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 05, 2017ରେ ବିହାରର ପାଟନାରୁ ପ୍ରସ୍ଥାନ କରିବା ସମୟରେ ସେଠାକାର ରାଜ୍ୟପାଳ ଶ୍ରୀ ରାମ ନାଥ କୋବିନ୍ଦ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଉଛନ୍ତି ।