ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ (ଏପ୍ରିଲ 24,2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ଜବଲପୁରଠାରେ ପହଞ୍ଚିବା କ୍ଷଣି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ତାଙ୍କୁ ସ୍ଵାଗତ କରୁଛନ୍ତି ।
ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଅବସରରେ ପୁରସ୍କାର ବିଜେତାଙ୍କ ସହ ଏକ ସମୂହ ଫଟୋରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ, ପଞ୍ଚାୟତିରାଜ ଏବଂ ଖଣି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ପଞ୍ଚାୟତିରାଜ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପରଷୋତ୍ତମ ରୂପାଲା ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଏକ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ରାଷ୍ଟ୍ରୀୟ ଗ୍ରାମୀଣ ସ୍ଵରାଜ ଅଭିଯାନର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ, ପଞ୍ଚାୟତି ରାଜ ଏବଂ ଖଣି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଅଧୀନରେ 2 ଲକ୍ଷ ଟଙ୍କାର ଏକ ଚେକ ଶ୍ରୀମତୀ ନହ୍ନି ବାଇ ମାର୍କୋଙ୍କୁ ହସ୍ତାନ୍ତର କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ସରପଞ୍ଚମାନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଆଗାମୀ ପାଞ୍ଚ ବର୍ଷ ପାଇଁ ଆଦିବାସୀମାନଙ୍କ ବିକାଶ ଲାଗି ଏକ ମାର୍ଗ ଚିତ୍ର ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଆଗାମୀ ପାଞ୍ଚ ବର୍ଷ ପାଇଁ ଆଦିବାସୀମାନଙ୍କ ବିକାଶ ଲାଗି ଏକ ମାର୍ଗ ଚିତ୍ର ଉନ୍ମୋଚନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ, ପଞ୍ଚାୟତି ରାଜ ଏବଂ ଖଣି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ପଞ୍ଚାୟତିରାଜ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପରଷୋତ୍ତମ ରୂପାଲା ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ରାଷ୍ଟ୍ରୀୟ ପଞ୍ଚାୟତି ରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଏପ୍ରିଲ 24, 2018ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମାବେଶକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ 2018 ଅବସରରେ ମଧ୍ୟପ୍ରଦେଶର ମାଣ୍ଡଲାଠାରେ ସମାବେଶକୁ ସମ୍ବୋଧିତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ମାଣ୍ଡଲାଠାରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଜବଲପୁରରୁ ପ୍ରସ୍ଥାନ କରିବା ସମୟରେ ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ତାଙ୍କୁ ବିଦାୟ ଜଣାଉଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 24, 2018ରେ ମାଣ୍ଡଲାଠାରେ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଜବଲପୁରରୁ ଦିଲ୍ଲୀ ଅଭିମୁଖେ ବିମାନ ଯାତ୍ରା କରୁଛନ୍ତି ।