ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ (ଜୁନ 23,2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଭୋପାଳରେ ପହଞ୍ଚିବା କ୍ଷଣି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ମଧ୍ୟପ୍ରଦେଶର ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ଉତ୍ସର୍ଗ କରିବା ପୂର୍ବରୁ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ମଧ୍ୟପ୍ରଦେଶର ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ଉତ୍ସର୍ଗ କରିବା ପୂର୍ବରୁ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।
ମଧ୍ୟପ୍ରଦେଶଠାରେ ଜୁନ 23, 2018ରେ ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ମଧ୍ୟପ୍ରଦେଶର ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ଉତ୍ସର୍ଗ କରିବା ପୂର୍ବରୁ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।
ମଧ୍ୟପ୍ରଦେଶଠାରେ ଜୁନ 23, 2018ରେ ମୋହନପୁରା ପ୍ରକଳ୍ପର ଲୋକାର୍ପଣ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ମଧ୍ୟପ୍ରଦେଶଠାରେ ଜୁନ 23, 2018ରେ ମୋହନପୁରା ପ୍ରକଳ୍ପର ଲୋକାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ମଧ୍ୟପ୍ରଦେଶର ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିବା ଅବସରରେ ଏକ ଜନସମାବେଶକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ମଧ୍ୟପ୍ରଦେଶର ମୋହନପୁରା ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିବା ଅବସରରେ ଏକ ଜନସମାବେଶକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଇନ୍ଦୋରଠାରେ ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଲୋକସଭା ବାଚସ୍ପତି ଶ୍ରୀମତୀ ସୁମିତ୍ରା ମହାଜନ, ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଏବଂ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଇନ୍ଦୋରଠାରେ ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଲୋକସଭା ବାଚସ୍ପତି ଶ୍ରୀମତୀ ସୁମିତ୍ରା ମହାଜନ, ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଇନ୍ଦୋରଠାରେ ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନ ଅବସରରେ ସ୍ଵଚ୍ଛ ସର୍ବେକ୍ଷଣ ପୁରସ୍କାର ପ୍ରଦାନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଇନ୍ଦୋରଠାରେ ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନ ଅବସରରେ ସମାବେଶକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 23, 2018ରେ ଇନ୍ଦୋରରୁ ପ୍ରସ୍ଥାନ କରିବା ସମୟରେ ଲୋକସଭା ବାଚସ୍ପତି ଶ୍ରୀମତୀ ସୁମିତ୍ରା ମହାଜନ, ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ତାଙ୍କୁ ବିଦାୟ ଜଣାଉଛନ୍ତି ।