ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମହାରାଷ୍ଟ୍ରର ପୁନେଠାରେ ପ୍ରଧାନମନ୍ତ୍ରୀ ( ନଭେମ୍ବର ୧୩, ୨୦୧୬ )
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ପୁନେଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ପୁନେଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ପୁନେର VSI ହେଲିପେଡଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ମହାରାଷ୍ଟ୍ରର ପୁନେସ୍ଥିତ ବସନ୍ତଦାଦା ଚିନି ପ୍ରତିଷ୍ଠାନର ପ୍ରତ୍ୟକ୍ଷ ଶସ୍ୟ ପ୍ରଦର୍ଶନୀ କ୍ଷେତକୁ ବୁଲି ଦେଖୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ପୁନେଠାରେ ନଭେମ୍ବର ୧୩, ୨୦୧୬ରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ମହାରାଷ୍ଟ୍ରର ପୁନେଠାରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ମହାରାଷ୍ଟ୍ରର ପୁନେଠାରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀକୁ ପ୍ରଦୀପ ଜଳାଇ ଉଦ୍ଘାଟନ କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ନଭେମ୍ବର ୧୩, ୨୦୧୬ରେ ମହାରାଷ୍ଟ୍ରର ପୁନେଠାରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀରେ ସ୍ମାରକ ପ୍ରଦାନ କରାଯାଉଛି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ।
ମହାରାଷ୍ଟ୍ରର ପୁନେଠାରେ ନଭେମ୍ବର ୧୩, ୨୦୧୬ରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର, ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ପୁନେଠାରେ ନଭେମ୍ବର ୧୩, ୨୦୧୬ରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ପୁନେଠାରେ ନଭେମ୍ବର ୧୩, ୨୦୧୬ରେ ଆଖୁ ମୂଲ୍ୟ ଶୃଙ୍ଖଳ-ପରିଦୃଶ୍ୟ ୨୦୨୫ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଓ ପ୍ରଦର୍ଶନୀକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ନଭେମ୍ବର ୧୩, ୨୦୧୬ରେ କର୍ଣ୍ଣାଟକର ବେଲାଗାଭି KSRPTC ହେଲିପେଡରୁ ପ୍ରସ୍ଥାନ ବେଳେ ବିଦାୟ ସମ୍ବର୍ଦ୍ଧନା ଦିଆଯାଉଛି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ପୁନେ ପ୍ରସ୍ଥାନ କରିବା ସମୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ବିଦାୟ ସମ୍ବର୍ଦ୍ଧନା ଜଣାଉଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩, ୨୦୧୬ରେ ପୁନେ ପ୍ରସ୍ଥାନ କରିବା ସମୟରେ ବିଦାୟ ଦିଆଯାଉଛି ।