ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମହାରାଷ୍ଟ୍ରର ସୋଲାପୁରରେ ପ୍ରଧାନମନ୍ତ୍ରୀ (ଜାନୁୟାରୀ 09, 2019)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 09, 2019ରେ ମହାରାଷ୍ଟ୍ରର ସୋଲାପୁରଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 09, 2019ରେ ମହାରାଷ୍ଟ୍ରର ସୋଲାପୁରଠାରେ ପହଞ୍ଚିବା କ୍ଷଣି ଗଣମାନ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ଵାଗତ କରୁଛନ୍ତି ।
ନୂତନ ଜାତୀୟ ରାଜପଥ – 52ର ସୋଲାପୁର-ତୁଲଜାପୁର-ଓସମାନାବାଦ ସେକ୍ସନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 09, 2019ରେ ସୋଲାପୁରଠାରେ ରାଷ୍ଟ୍ରକୁ ସମର୍ପିତ କରିବା ସହିତ ଏକ ବହୁମୂଖୀ ଉନ୍ନୟନ ପ୍ରକଳ୍ପର ଫଳକ ଉନ୍ମୋଚନ ପୂର୍ବକ ଆଧାରଶିଳା ରଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ସଡକ ପରିବହନ ଓ ରାଜପଥ, ଜାହାଜ ଚଳାଚଳ ଓ ଜଳସମ୍ପଦ ତଥା ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରୀ ଶ୍ରୀ ନୀତିନ ଗଡକାରୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ସୋଲାପୁରଠାରେ ଜାନୁୟାରୀ 09, 2019ରେ ନୂତନ ଜାତୀୟ ରାଜପଥ – 52ର ସୋଲାପୁର-ତୁଲଜାପୁର-ଓସମାନାବାଦ ସେକ୍ସନ ରାଷ୍ଟ୍ରକୁ ସମର୍ପିତ କରିବା ସହିତ ଏକ ବହୁମୂଖୀ ଉନ୍ନୟନ ପ୍ରକଳ୍ପର ଫଳକ ଉନ୍ମୋଚନ ପୂର୍ବକ ଆଧାରଶିଳା ରଖିବା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ସୋଲାପୁରଠାରେ ଜାନୁୟାରୀ 09, 2019ରେ ନୂତନ ଜାତୀୟ ରାଜପଥ – 52ର ସୋଲାପୁର-ତୁଲଜାପୁର-ଓସମାନାବାଦ ସେକ୍ସନ ରାଷ୍ଟ୍ରକୁ ସମର୍ପିତ କରିବା ସହିତ ଏକ ବହୁମୂଖୀ ଉନ୍ନୟନ ପ୍ରକଳ୍ପର ଫଳକ ଉନ୍ମୋଚନ ପୂର୍ବକ ଆଧାରଶିଳା ରଖିବା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 09, 2019ରେ ମହାରାଷ୍ଟ୍ରର ସୋଲାପୁରଠାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 09, 2019ରେ ମହାରାଷ୍ଟ୍ରର ସୋଲାପୁରଠାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରୁଛନ୍ତି ।