ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମୁମ୍ବାଇରେ ଏଆଇଆଇବିର ତୃତୀୟ ବାର୍ଷିକ ବୈଠକକୁ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ (ଜୁନ 26,2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 26, 2018ରେ ମୁମ୍ବାଇଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 26, 2018ରେ ମୁମ୍ବାଇଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ମୁମ୍ବାଇଠାରେ ଜୁନ 26, 2018ରେ ଏସିଆନ ଇନଫ୍ରାଷ୍ଟ୍ରକ୍ଚର ଇନଭେଷ୍ଟ ବ୍ୟାଙ୍କ (ଏଆଇଆଇବି)ର ତୃତୀୟ ବାର୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ରେଳ, କୋଇଲା, ଅର୍ଥ ଓ ଔଦ୍ୟୋଗିକ ବ୍ୟାପାର ମନ୍ତ୍ରୀ ଶ୍ରୀ ପିୟୁଷ ଗୋଏଲ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 26, 2018ରେ ମୁମ୍ବାଇଠାରେ ଏସିଆନ ଇନଫ୍ରାଷ୍ଟ୍ରକ୍ଚର ଇନଭେଷ୍ଟ ବ୍ୟାଙ୍କ (ଏଆଇଆଇବି)ର ତୃତୀୟ ବାର୍ଷିକ ବୈଠକକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ 26, 2018ରେ ମୁମ୍ବାଇଠାରେ ଏସିଆନ ଇନଫ୍ରାଷ୍ଟ୍ରକ୍ଚର ଇନଭେଷ୍ଟ ବ୍ୟାଙ୍କ (ଏଆଇଆଇବି)ର ତୃତୀୟ ବାର୍ଷିକ ବୈଠକକୁ ସମ୍ବୋଧିତ କରୁଛନ୍ତି ।
ମୁମ୍ବାଇଠାରେ ଜୁନ 26, 2018ରେ ବୋର୍ଡ ଅଫ ଗଭର୍ଣ୍ଣର ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଏସିଆନ ଇନଫ୍ରାଷ୍ଟ୍ରକ୍ଚର ଇନଭେଷ୍ଟ ବ୍ୟାଙ୍କ (ଏଆଇଆଇବି)ର ତୃତୀୟ ବାର୍ଷିକ ବୈଠକକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରୁଛନ୍ତି ।
ମୁମ୍ବାଇଠାରେ ଜୁନ 26, 2018ରେ ଏସିଆନ ଇନଫ୍ରାଷ୍ଟ୍ରକ୍ଚର ଇନଭେଷ୍ଟ ବ୍ୟାଙ୍କ (ଏଆଇଆଇବି)ର ତୃତୀୟ ବାର୍ଷିକ ବୈଠକକୁ ସମ୍ବୋଧିତ କରିବା ଅବସରରେ ଏକ ମିଳିତ ଫଟୋରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ରେଳ, କୋଇଲା, ଅର୍ଥ ଓ ଔଦ୍ୟୋଗିକ ବ୍ୟାପାର ମନ୍ତ୍ରୀ ଶ୍ରୀ ପିୟୁଷ ଗୋଏଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।