ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ (ନଭେମ୍ବର 14, 2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପହଞ୍ଚିବା କ୍ଷଣି ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ଵାଗତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପହଞ୍ଚିବା କ୍ଷଣି ଭାରତୀୟ ସମୁଦାୟ ପକ୍ଷରୁ ତାଙ୍କୁ ସ୍ଵାଗତ କରାଯାଉଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁର ଆର୍ଥିକ ପ୍ରଯୁକ୍ତି(Fintech) ଉତ୍ସବରେ ଭାରତ ମଣ୍ଡପ ପରିଦର୍ଶନ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁର ଆର୍ଥିକ ପ୍ରଯୁକ୍ତି(Fintech) ଉତ୍ସବ ଅବସରରେ ସିଙ୍ଗାପୁର ଉପପ୍ରଧାନମନ୍ତ୍ରୀ ମିଷ୍ଟର ଟି.ସନମୁଗରତ୍ନମଙ୍କ ସହ ବିଶ୍ଵ ଆର୍ଥିକ ପ୍ରଯୁକ୍ତି ମଞ୍ଚ ଆପିକ୍ସ (APIX)କୁ ଉଦ୍ଘାଟନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁର ଆର୍ଥିକ ପ୍ରଯୁକ୍ତି ଉତ୍ସବ(Fintech)ରେ ନିଜର ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ନିଜର ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ମିଷ୍ଟର ଲି ସିଏନ ଲୁଙ୍ଗଙ୍କୁ ସାକ୍ଷାତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ମିଷ୍ଟର ଲି ସିଏନ ଲୁଙ୍ଗଙ୍କ ସହ ସାକ୍ଷାତ ଆଲୋଚନା କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ଆମେରିକାର ଉପରାଷ୍ଟ୍ରପତି ମାଇକେଲ ଆର. ପେନ୍ସଙ୍କୁ ସାକ୍ଷାତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ଆମେରିକାର ଉପରାଷ୍ଟ୍ରପତି ମାଇକେଲ ଆର. ପେନ୍ସଙ୍କ ସହ ସାକ୍ଷାତ ଆଲୋଚନା କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମିଷ୍ଟର ସ୍କଟ ମୋରିସନଙ୍କୁ ସାକ୍ଷାତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 14, 2018ରେ ସିଙ୍ଗାପୁରଠାରେ ପୂର୍ବ ଏସିଆ ଶିଖର ସମ୍ମିଳନୀ ଅବସରରେ ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ଜେନେରାଲ ପ୍ରୟୁତ ଚାନ-ଓ-ଚା’ଙ୍କୁ ସାକ୍ଷାତ କରୁଛନ୍ତି ।

ସିଙ୍ଗାପୁରଠାରେ ନଭେମ୍ବର 14, 2018ରେ ଦ୍ଵିତୀୟ ଆରସିଇପି(RCEP) ଶିଖର ସମ୍ମିନଳୀ ଅବସରରେ ବିଭିନ୍ନ ରାଷ୍ଟ୍ରର ନେତୃବର୍ଗଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।