ପିଏମଇଣ୍ଡିଆ
ବୀର ସାଭରକରଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ଵାଧୀନତା ସଂଗ୍ରାମର ଜଣେ ମହାନ ନେତା ତଥା ପ୍ରମୁଖ ରାଷ୍ଟ୍ରଭକ୍ତ ବୀର ସାଭରକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ କୋଟି କୋଟି ପ୍ରଣାମ” ।
आजादी की लड़ाई के महान सेनानी और प्रखर राष्ट्रभक्त वीर सावरकर को उनकी जयंती पर कोटि-कोटि नमन।
— Narendra Modi (@narendramodi) May 28, 2021
**********
TRP/
आजादी की लड़ाई के महान सेनानी और प्रखर राष्ट्रभक्त वीर सावरकर को उनकी जयंती पर कोटि-कोटि नमन।
— Narendra Modi (@narendramodi) May 28, 2021