Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅଜଣା ସୈନିକଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ଅଜଣା ସୈନିକଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍‌ଲାଭାରେ ଥିବା ଅଜଣା ସୈନିକଙ୍କ ସମାଧିସ୍ଥଳରେ ସ୍ଲୋଭାକିଆର ଶହୀଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ସହିତ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସ୍ଲୋଭାକିଆର ମୁକ୍ତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

SR