Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସେବା ତୀର୍ଥରେ ଯୋଗ ଅଧିବେଶନ ଆୟୋଜିତ


ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ନୂଆଦିଲ୍ଲୀରେ ସେବା ତୀର୍ଥରେ ଏକ ଯୋଗ ଅଧିବେଶନ ଅନୁଷ୍ଠିତ ହୋଇଥିଲା। 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କ୍ୟାବିନେଟ ସଚିବାଳୟ ଏବଂ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ (ଏନଏସସିଏସ) ର ଅଧିକାରୀମାନେ ଯୋଗ ଅଧିବେଶନରେ ଅଂଶଗ୍ରହଣ କରିଥିଲେ। 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି; 

‘‘ଆଜି ଯୋଗ ଦିବସରେ ସେବା ତୀର୍ଥରେ ଏକ ଯୋଗ ଅଧିବେଶନ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କ୍ୟାବିନେଟ ସଚିବାଳୟ ଏବଂ ଏନ. ଏସ. ସି. ଏସ. ର ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ ।’’

HS