Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆଇଏସଏସରେ ଥିବା ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସଏସ)ରେ ଥିବା ଗ୍ରୁପ କ୍ୟାପେଟନ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଛନ୍ତି ।

ପିଏମଓ ଇଣ୍ଡିଆ ପକ୍ଷରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି;

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ଥିବା ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଛନ୍ତି ।”

SR