Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆନ୍ଧ୍ରପ୍ରଦେଶ ସଡକ ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକଟ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଚିତ୍ତୋର ଜିଲ୍ଲାରେ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ।

“ଆନ୍ଧ୍ରପ୍ରଦେଶର ଚିତ୍ତୋର ଜିଲ୍ଲାରେ ସଡକ ଦୁର୍ଘଟଣାରେ ଯାତ୍ରୀମାନଙ୍କର ମୃତ୍ୟୁରେ ମୁଁ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********