Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆର୍ଥିକ ଏବଂ ବ୍ୟବସାୟିକ କ୍ଷେତ୍ରରେ ସହଯୋଗ ଲାଗି ଭାରତ, ଭିଏତନାମ ମଧ୍ୟରେ ବୁଝାମଣାକୁ କ୍ୟାବିନେଟ ଅନୁମୋଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆର୍ଥିକ ଏବଂ ବ୍ୟବସାୟିକ ସହଯୋଗ ଲାଗି ଭାରତ ଏବଂ ଭିଏତନାମ ମଧ୍ୟରେ ବୁଝାମଣାପତ୍ର (ଏଓଓୟୁ) ସ୍ୱାକ୍ଷରକୁ ମଞ୍ଜୁରି ପ୍ରଦାନ କରାଯାଇଛି ।

ଏହି ଏମଓୟୁ ଦ୍ଵାରା ଭାରତ ଏବଂ ଭିଏତନାମ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ଆର୍ଥିକ ସହଯୋଗ ଆହୁରି ଅଧିକ ବୃଦ୍ଧି ପାଇବ ।

 

**************