Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ମିଶନ ମୋଡରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବେ ସରକାର : ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ସବୁ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସ୍ଥିତି ସମୀକ୍ଷା କରିଛନ୍ତି । ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ଵାରା ମିଶନ ମୋଡରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ଲାଗି ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରାଯାଇଛି;

‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସ୍ଥିତି ସମୀକ୍ଷା କରିଛନ୍ତି ଏବଂ ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ଵାରା ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ।’’

******

P.S.