Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇଦ୍ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍ ପର୍ବ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ଇଦ୍ ମୁବାରକ ! ଏହି ଦିବସ ଆମ ସମାଜରେ ଏକତା ଓ ସଂପ୍ରୀତିର ବନ୍ଧନକୁ ମଜବୁତ କରୁ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

***