Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇଦ୍-ଉଲ୍-ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍ଉଲ୍ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଇଦ୍ଉଲ୍ଅଧା ର ଶୁଭେଚ୍ଛା! ଏହି ଅବସରରେ ଆମ ସମାଜରେ ଭାଇଚାରା ଏବଂ ଖୁସିର ଭାବନା ଗଭୀର ହେଉ ସମସ୍ତଙ୍କ ସଫଳତା ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।

HS