Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇଦ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଇଦ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ଏହି ସ୍ୱତନ୍ତ୍ର ଦିବସ ଆମ ସମାଜରେ ଏକତା, ଦୟା ଓ ଶାନ୍ତିର ଭାବନାକୁ ବୃଦ୍ଧି କରୁ । ସମସ୍ତେ ସୁଖି ହୁଅନ୍ତୁ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*****