Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇମାନୁଏଲ ମାକ୍ରନଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ଫ୍ରାନ୍ସ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କ ନିଜୟ ପାଇଁ ଶୁଭେଚ୍ଛା ଜଣାଇଲେ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମି. ଇମାନୁଏଲ ମାକ୍ରନଙ୍କ ସହ କଥା ହୋଇ ତାଙ୍କୁ ଫ୍ରାନ୍ସ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

ଟ୍ଵିଟର ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି “ଫ୍ରାନ୍ସ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କ ବିଜୟ ପାଇଁ ଶୁଭେଚ୍ଛା ଜଣାଇବାକୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ଫୋନ କରିଥିଲି । ଭାରତ ଓ ଫ୍ରାନ୍ସ ମଧ୍ୟରେ ସହଯୋଗକୁ ଆହୁରି ସୁଦୃଢ କରିବା ଦିଗରେ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହିତ ମିଶି କାର୍ଯ୍ୟ କରିବା ପାଇଁ ଚାହୁଁଛି ।”

**********