Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇରାକର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଲି ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇରାକ୍ର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଭାରତ ଇରାକ ସହିତ ନିଜର ଦୀର୍ଘକାଳୀନ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଗୁରୁତ୍ୱ ଦେଇଥାଏ ଏବଂ ସମସ୍ତ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୃଢ଼ ଭାବେ ପ୍ରତିବଦ୍ଧ।

ଶ୍ରୀ ମୋଦୀ ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

ଇରାକର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଲି ଫାଲିହ କାଧିମ ଅଲ-ଜୈଦୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।

ଭାରତ ଇରାକ ସହିତ ନିଜର ଦୀର୍ଘସ୍ଥାୟୀ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଗୁରୁତ୍ୱ ଦେଇଥାଏ ଏବଂ ସମସ୍ତ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୃଢ଼ ଭାବେ ପ୍ରତିବଦ୍ଧ।

ମୁଁ ତାଙ୍କୁ ମୋର ଶୁଭେଚ୍ଛା ଜଣାଉଛି ଏବଂ ଆମ ଦୁଇ ରାଷ୍ଟ୍ରର ସହଭାଗୀ ପ୍ରଗତି ଏବଂ ସମୃଦ୍ଧି ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି ।’’

HS