Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇରାନ ଓ ଇରାକରେ ଭୂକମ୍ପ ମୃତ୍ୟୁ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ଇରାନ ଏବଂ ଇରାକର ଭୂମିକମ୍ପ ପ୍ରଭାବିତ କେତେକ ଅଂଚଳରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

“ଇରାନ ଓ ଇରାକର ଭୂମିକମ୍ପ ପ୍ରଭାବିତ ଅଂଚଳରେ ନିଜର ନିକଟ ସମ୍ପର୍କୀୟମାନଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୁଁ ମୋର ସହାନୁଭୂତି ପ୍ରକାଶ କରୁଛି । ଆହତ ବ୍ୟକ୍ତିମାନେ ଶୀଘ୍ର ସୁସ୍ଥ ହେବା ପାଇଁ ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।