ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୁର୍କୀର ଇସ୍ତାନବୁଲଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି ।
“ଇସ୍ତାନବୁଲରେ ଆକ୍ରମଣ ଭୟଙ୍କର ଓ ଅମାନବୀୟ । ମୁଁ ଏହାକୁ ଦୃଢ଼ ଭାବେ ନିନ୍ଦା କରୁଛି । ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୋର ହୃଦୟର ଗଭୀରତମ ପ୍ରଦେଶରୁ ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।
Attack in Istanbul is inhuman & horrific. I condemn it strongly. My thoughts are with bereaved families. May the injured recover quickly.
— Narendra Modi (@narendramodi) June 29, 2016