Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରପ୍ରଦେଶର ଏତାହ ଦୁର୍ଘଟଣାରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ ପୀଡିତଙ୍କ ପାଇଁ 2 ଲକ୍ଷ ଟଙ୍କା ସହାୟତା ଘୋଷଣା


ଉତ୍ତରପ୍ରଦେଶର ଏତାହ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ମୃତ ବ୍ୟକ୍ତି ମାନଙ୍କ ପରିବାରକୁ 2 ଲକ୍ଷ ଏବଂ ଆହତ ବ୍ୟକ୍ତି ମାନଙ୍କୁ 50,000 ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତରପ୍ରଦେଶର ଏତାହ ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରେଇଥିବା ବ୍ୟକ୍ତି ମାନଙ୍କୁ ମୋର ଗଭୀର ସମବେଦନା । ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କ ଆଶୁ ଆରୋଗ୍ୟତା କାମନା କରୁଛି” ।