Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରପ୍ରଦେଶ ମନ୍ତ୍ରୀ ଶ୍ରୀ ବିଜୟ କାଶ୍ୟପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ଉତ୍ତରପ୍ରଦେଶ ମନ୍ତ୍ରୀ ଶ୍ରୀ ବିଜୟ କାଶ୍ୟପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାଜପା ନେତା ଏବଂ ଉତ୍ତରପ୍ରଦେଶ ସରକାରଙ୍କ ମନ୍ତ୍ରୀ ବିଜୟ କାଶ୍ୟପ ଜୀଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ । ସେ ତୃଣମୂଳ ସ୍ତରର ନେତା ଥିଲେ ଏବଂ ସବୁବେଳେ ଜନହିତକର କାର୍ଯ୍ୟ ପାଇଁ ଉତ୍ସର୍ଗୀକୃତ ଥିଲେ । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।

**********

TRP/