Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଠାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।

ଶ୍ରୀ ମୋଦୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି; 

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ଗଭୀର ଭାବେ ମର୍ମାହତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ @narendramodi

HS